ଭୁବନେଶ୍ୱର:ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହେବ lବୈଠକରେ ମୁଖ୍ୟମନ୍ତ୍ରୀ, ରାଜ୍ୟ ବିଜେପି ପ୍ରଭାରୀ ଉପସ୍ଥିତ ରହିବେ l ବୈଠକ ରେ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା ହେବା ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରାଯିବ l ବୈଠକରେ ବିଧାୟକ, ରାଜ୍ୟ ପଦାଧିକାରୀ ଓ ଜିଲ୍ଲା ସଭାପତିଙ୍କ ସହ ହେବ ମାନସ ମନ୍ଥନ l
